Font Size
ଦ୍ୱିତୀୟ ବିବରଣ 30:12-14
Odia Holy Bible: Easy-to-Read Version
ଦ୍ୱିତୀୟ ବିବରଣ 30:12-14
Odia Holy Bible: Easy-to-Read Version
12 ଏହା ସ୍ୱର୍ଗରେ ନାହିଁ, ସେଥିପାଇଁ ତୁମ୍ଭେମାନେ କହିବ ଯେ, ‘ଆମ୍ଭମାନଙ୍କ ପାଇଁ କିଏ ସ୍ୱର୍ଗକୁ ଯିବ ତାହା ଆଣିବା ପାଇଁ ଯେଉଁଥିରେ ଆମ୍ଭେ ପାଳନ କରି ପାରିବୁ।’ 13 ଏହି ନିର୍ଦ୍ଦେଶ ସମୁଦ୍ରର ଆର ପାରିରେ ନାହିଁ ଯେ, ତେଣୁ ତୁମ୍ଭେ କହିବ, ‘କିଏ ସମୁଦ୍ର ପାର ହୋଇ ଆମ୍ଭମାନଙ୍କ ପାଇଁ ତାହା ଆଣି ଶୁଣାଇବେ ଓ ଆମ୍ଭେ ଶୁଣିବୁ।’ 14 ନାଁ, ଏହି ବାଣୀ ତୁମ୍ଭମାନଙ୍କର ଖୁବ୍ ନିକଟରେ ଅଛି। ଏହା ତୁମ୍ଭମାନଙ୍କର ପାଟିରେ ଅଛି। ତୁମ୍ଭମାନଙ୍କର ହୃଦୟରେ ଅଛି। ତେଣୁ ତୁମ୍ଭେମାନେ ଏହା କରି ପାରିବ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International