Add parallel Print Page Options

ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି। ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ।

Read full chapter