Font Size
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:4-6
Odia Holy Bible: Easy-to-Read Version
କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:4-6
Odia Holy Bible: Easy-to-Read Version
4 ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ। 5 ଯୀଶୁ ଖ୍ରୀଷ୍ଟ ହେଉଛନ୍ତି ପରମେଶ୍ୱରଙ୍କ ସାକ୍ଷାତ ପ୍ରତିରୂପ। ଆମ୍ଭେ ନିଜର ପ୍ରଗ୍ଭର କରୁ ନାହୁଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କୁ ପ୍ରଭୁ ରୂପେ ପ୍ରଗ୍ଭର କରୁଛୁ। ନିଜ ବିଷୟରେ ଆମ୍ଭେ କହୁ ଯେ, ଯୀଶୁଙ୍କ ପାଇଁ ଆମ୍ଭେ ତୁମ୍ଭମାନଙ୍କ ସେବକ। 6 ଥରେ ପରମେଶ୍ୱର କହିଲେ: ‘‘ଅନ୍ଧକାର ମଧ୍ୟରୁ ଆଲୋକ ପ୍ରକାଶିତ ହେବ।” ସେହି ପରମେଶ୍ୱର ଆମ୍ଭମାନଙ୍କ ହୃଦୟରେ ତାହାଙ୍କର ଆଲୋକ ଦେଖାଇଛନ୍ତି। ଯୀଶୁ ଖ୍ରୀଷ୍ଟଙ୍କ ମୁହଁରେ ପରମେଶ୍ୱରଙ୍କ ଯେଉଁ ଗୌରବମୟ ଆଲୋକ ଦେଖିବାକୁ ମିଳେ ସେହି ଆଲୋକ ସେ ଆମକୁ ଦେଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International