16 “ଦାନ, ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇ ଆପଣା ଆପଣା ଲୋକମାନଙ୍କର ବିଗ୍ଭର କରିବ।
17 ଦାନ ପଥସ୍ଥିତ ସର୍ପ ତୁଲ୍ୟ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ୟ।ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଅଶ୍ୱାରୋହୀମାନେ ଭୂମିରେ ଲୋଟନ୍ତି।
2010 by Bible League International