Font Size
ଲୂକ ଲିଖିତ ସୁସମାଗ୍ଭର 8:41-42
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 8:41-42
Odia Holy Bible: Easy-to-Read Version
41 ଯାଈରସ ନାମରେ ଜଣେ ଲୋକ ଯୀଶୁଙ୍କ ପାଖକୁ ଆସିଲେ। ଯାଈରସ ସେଠାକାର ସମାଜଗୃହର ନେତା ଥିଲେ। ସେ ଯୀଶୁଙ୍କ ପାଦତଳେ ପଡ଼ିଗଲେ ଓ ତାହାଙ୍କୁ ଘରକୁ ଆସିବା ପାଇଁ ଅନୁରୋଧ କଲେ। 42 ଯାଈରସଙ୍କର ଗୋଟିଏ ବୋଲି ଝିଅ ଥିଲା। ତାହାକୁ ବାର ବର୍ଷ ବୟସ ହୋଇଥିଲା। ସେ ମରିଯିବା ଅବସ୍ଥାରେ ପଡ଼ିଥିଲା। ଯୀଶୁ ଯେତେବେଳେ ଯାଈରସର ଘରକୁ ଯାଉଥିଲେ, ସେତେବେଳେ ବହୁ ସଂଖ୍ୟାରେ ଲୋକ ତାହାଙ୍କ ଘର ଗ୍ଭରିପାଖକୁ ଆସିଗଲେ।
ଲୋକଙ୍କ ଭିଡ଼ ଭିତରେ ଯୀଶୁ ଗ୍ଭପି ହୋଇ ଯାଉଥିଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International