Add parallel Print Page Options

10 ତହୁଁ ସେ କହିଲେ, “ବସନ୍ତ ସମୟରେ ଆମ୍ଭେ ପୁନରାୟ ତୁମ୍ଭ ତମ୍ବୁକୁ ଆସିବୁ। ଏହି ସମୟରେ ତୁମ୍ଭ ସ୍ତ୍ରୀ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।”

ସାରା ତମ୍ବୁରେ ରହି ଏହିକଥା ଶୁଣୁଥିଲେ।

Read full chapter

14 ସଦାପ୍ରଭୁଙ୍କ ପାଇଁ କ’ଣ କିଛି କଷ୍ଟସାଧ୍ୟ? ନାଁ! ମୁଁ ନିଶ୍ଚିତ ଏହି ବସନ୍ତରେ ପୁନରାୟ ଏଠାକୁ ଆସିବି, ମୁଁ କହୁଛି ପୁନରାୟ ଆସିବି। ଏବଂ ତୁମ୍ଭର ସ୍ତ୍ରୀ ସାରା ଏକ ପୁତ୍ରସନ୍ତାନ ଜନ୍ମ ଦେବ।”

Read full chapter