Add parallel Print Page Options

19 ଏସିଆର ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ଅଭିବାଦନ ଜଣାନ୍ତି। ଆକ୍ୱିଲା ଓ ପ୍ରୀସ୍କା ପ୍ରଭୁଙ୍କ ନାମରେ ଅନେକ ଅଭିବାଦନ ପଠାନ୍ତି। ତାହାଙ୍କ ଘରେ ମିଳିତ ହେଉଥିବା ମଣ୍ଡଳୀ ତୁମ୍ଭମାନଙ୍କୁ ମଧ୍ୟ ଅଭିବାଦନ ଜଣାଏ।

Read full chapter