Font Size
ବଂଶାବଳୀର ଦ୍ୱିତୀୟ ପୁସ୍ତକ 20:7
Odia Holy Bible: Easy-to-Read Version
ବଂଶାବଳୀର ଦ୍ୱିତୀୟ ପୁସ୍ତକ 20:7
Odia Holy Bible: Easy-to-Read Version
7 ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ। ତୁମ୍ଭେ ଏହି ଦେଶର ଲୋକମାନଙ୍କୁ ବଳପୂର୍ବକ ତଡ଼ି ଦେଲ। ତୁମ୍ଭେ ଏହି କର୍ମ ତୁମ୍ଭର ଲୋକ ଇସ୍ରାଏଲର ସମ୍ମୁଖରେ କଲ। ତୁମ୍ଭେ ଅନନ୍ତକାଳ ନିମନ୍ତେ ଅବ୍ରହାମଙ୍କ ବଂଶଧରମାନଙ୍କୁ ଏହି ଦେଶ ଦେଇଅଛ। ଅବ୍ରହାମ ତୁମ୍ଭର ବନ୍ଧୁ ଥିଲେ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International