Add parallel Print Page Options

18 ପରମେଶ୍ୱରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ? ପରମେଶ୍ୱରଙ୍କ ଆଜ୍ଞାର ଅବାଧ୍ୟ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ। 19 ଅତଏବ ଆମ୍ଭେ ଦେଖୁଛୁ ଯେ, ସେମାନେ ନିଜ ଅବିଶ୍ୱାସ ହେତୁ ସେଠାରେ ପ୍ରବେଶ କରିବା ପାଇଁ ଅସମର୍ଥ ହେଲେ।

Read full chapter