Font Size
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 59:1-2
Odia Holy Bible: Easy-to-Read Version
ଯିଶାଇୟ ଭବିଷ୍ୟଦ୍ବକ୍ତାଙ୍କର ପୁସ୍ତକ 59:1-2
Odia Holy Bible: Easy-to-Read Version
ଦୁଷ୍ଟାଗ୍ଭରୀଗଣ ସେମାନଙ୍କ ଜୀବନ ପରିବର୍ତ୍ତନ କରିବା ଉଚିତ୍
59 ମୁଁ ଏଠାରେ ଦେଖୁଛି, ଦେଖ! ସଦାପ୍ରଭୁଙ୍କର ହସ୍ତ ଏତେ ଛୋଟ ହୋଇଯାଇ ନାହିଁ, ଯାହାକି ତୁମ୍ଭକୁ ପରିତ୍ରାଣ କରି ନ ପାରିବ। ତାଙ୍କର କର୍ଣ୍ଣ ତୁମ୍ଭକୁ ଶୁଣିବାକୁ ଏତେ ଭାରୀ ହୋଇ ନାହିଁ। 2 ମାତ୍ର ତୁମ୍ଭମାନଙ୍କର ପାପଗୁଡ଼ିକ ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଗ୍ଭଇଅଛି, ଏଣୁ ସେ ଶୁଣିବେ ନାହିଁ।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International