Font Size
ଲୂକ ଲିଖିତ ସୁସମାଗ୍ଭର 10:13-15
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 10:13-15
Odia Holy Bible: Easy-to-Read Version
ଅବିଶ୍ୱାସୀମାନଙ୍କୁ ଯୀଶୁଙ୍କ ଚେତାବନୀ
(ମାଥିଉ 11:20-24)
13 “ହାୟ କୋରାଜୀନ୍! ହାୟ ବେଥ୍ସାଇଦା![a] ତୁମ୍ଭମାନଙ୍କ ମଧ୍ୟରେ ମୁଁ ଅନେକ ଆଶ୍ଚର୍ଯ୍ୟକର୍ମ ଦେଖାଇଛି। ଯଦି ଏଗୁଡ଼ିକ ସୋର ଓ ସୀଦୋନରେ ଲୋକମାନଙ୍କୁ କରା ଯାଇଥା’ନ୍ତା, ତେବେ କେବେଠାରୁ ସେମାନେ ନିଜର ହୃଦୟ ପରିବର୍ତ୍ତନ କରି ସାରିଥାଆନ୍ତେ ଓ ପାପ କରିବା ଛାଡ଼ି ଦେଇଥାଆନ୍ତେ। ସେମାନେ ନିଜ ନିଜ ପାପ ପାଇଁ ଅନୁତାପ କରିଥିବା କଥା ଦେଖାଇବା ପାଇଁ ତା'ର ପ୍ରତୀକ ସ୍ୱରୁପ ଅଖାରେ ତିଆରି ଶୋକବସ୍ତ୍ର ଧାରଣ କରିଥାଆନ୍ତେ ଓ ମୁଣ୍ଡରେ ପାଉଁଶ ବୋଳି ହୋଇଥାଆନ୍ତେ। 14 ବିଗ୍ଭର ଦିନ ତୁମ୍ଭମାନଙ୍କ ଦଶା ସୋର ଓ ସୀଦୋନର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ। 15 ଏବଂ ହେ କଫର୍ନାହୂମ! ତୁମ୍ଭକୁ କ’ଣ ସ୍ୱର୍ଗ ଯେତେ ଉଚ୍ଚ, ସେତେ ଉଚ୍ଚକୁ ଉଠାଯିବ? ନା, ତୁମ୍ଭକୁ ନର୍କ ଯେତେ ନୀଚ୍ଚ ସେହିପରି ନୀଚ୍ଚ ସ୍ଥାନକୁ ଅଣାଯିବ।
Read full chapterFootnotes
- ଲୂକ ଲିଖିତ ସୁସମାଗ୍ଭର 10:13 କୋରାଜୀନ୍ ଓ ବେଥ୍ସାଇଦା ଗାଲିଲୀ ହ୍ରଦ ଉପକୂଳସ୍ଥ ଦୁଇଟି ନଗର। ଏଠାରେ ଯୀଶୁ ଲୋକଙ୍କୁ ଉପଦେଶ ପ୍ରଦାନ କରିଥିଲେ।
Odia Holy Bible: Easy-to-Read Version (ERV-OR)
2010 by Bible League International