Add parallel Print Page Options

26 “ଯଦି ଜଣେ ଲୋକ ମୋ’ ପାଖକୁ ଆସେ, କିନ୍ତୁ ଯଦି ମୋ’ ଅପେକ୍ଷା ତା’ ବାପାମା, ସ୍ତ୍ରୀ, ପିଲା, ଭାଇଭଉଣୀମାନଙ୍କୁ ଅଧିକ ଭଲ ପାଏ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ। ଜଣେ ଲୋକକୁ ତା’ ନିଜ ଅପେକ୍ଷା ମୋତେ ଅଧିକ ଭଲ ପାଇବାକୁ ହେବ। 27 ଜଣେ ଲୋକ ମୋତେ ଅନୁସରଣ କଲାବେଳେ ଯଦି ତାକୁ ଦିଆଯାଇଥିବା କ୍ରୁଶ କାନ୍ଧେଇ ଗ୍ଭଲିବ ନାହିଁ, ତେବେ ସେ ଲୋକ ମୋର ଶିଷ୍ୟ ହୋଇ ପାରିବ ନାହିଁ।

Read full chapter