Font Size
ଲୂକ ଲିଖିତ ସୁସମାଗ୍ଭର 3:15-17
Odia Holy Bible: Easy-to-Read Version
ଲୂକ ଲିଖିତ ସୁସମାଗ୍ଭର 3:15-17
Odia Holy Bible: Easy-to-Read Version
15 ସବୁ ଲୋକେ ଖ୍ରୀଷ୍ଟଙ୍କ ଆଗମନ ଅପେକ୍ଷାରେ ଥିଲେ। ଯୋହନଙ୍କ ବିଷୟରେ ସେମାନେ ମନେ ମନେ ଭାବୁଥିଲେ, “ହୁଏତ ଏ ଖ୍ରୀଷ୍ଟ ଅଟନ୍ତି।”
16 ସେତେବେଳେ ଯୋହନ ସେମାନଙ୍କୁ କହିଲେ, “ମୁଁ ତ ତୁମ୍ଭମାନଙ୍କୁ ଜଳରେ ବାପ୍ତିଜିତ କରୁଛି, କିନ୍ତୁ ମୋ'ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ଜୋତାର ଫିତା ଫିଟାଇବାକୁ ମଧ୍ୟ ମୁଁ ଯୋଗ୍ୟ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ରଆତ୍ମା ଓ ଅଗ୍ନି ଦ୍ୱାରା ବାପ୍ତିଜିତ କରିବେ। 17 ତାହାଙ୍କ ହାତରେ ଖଳା ସଫା କରିବାର କୁଲା ଅଛି। ସେଥିରେ ସେ ଶସ୍ୟକୁ ଅଗାଡ଼ିଠାରୁ ଅଲଗା କରିଦେବେ। ସେ ଭଲ ଶସ୍ୟତକ ସଂଗ୍ରହ କରି ଅମାରରେ ନେଇ ରଖିବେ। ତା'ପରେ ଅଗାଡ଼ି ଓ ଦରକାରୀ ଅନାବନା ଜିନିଷଗୁଡ଼ିକୁ ଚିରକାଳ ଜଳୁଥିବା ନିଆଁରେ ପୋଡ଼ି ଦେବେ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International