Add parallel Print Page Options

ନିଜର ବୁଝାମଣା ଶକ୍ତି ପ୍ରୟୋଗ କର

(ମାର୍କ 4:21-25)

16 “କେହି କେବେ ଦୀପଟିଏ ହାଣ୍ଡିତଳେ ଘୋଡ଼େଇ ରଖିବା ପାଇଁ ବା ଖଟ ତଳେ ଲୁଚେଇ ରଖିବା ପାଇଁ ଜଳେଇ ନ ଥାଏ। ବରଂ ସେ ଦୀପଟି ଗୋଟିଏ ଦୀପରୂଖା ଉପରେ ରଖେ। ତାହାହେଲେ ଯେଉଁମାନେ ଘର ଭିତରକୁ ଆସିବେ, ସେମାନେ ଦେଖି ପାରିବା ପାଇଁ ଯଥେଷ୍ଟ ଆଲୁଅ ପାଇବେ।

Read full chapter