Font Size
ମାର୍କ ଲିଖିତ ସୁସମାଗ୍ଭର 11:15-17
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 11:15-17
Odia Holy Bible: Easy-to-Read Version
ଯୀଶୁଙ୍କର ମନ୍ଦିରରେ ପ୍ରବେଶ
(ମାଥିଉ 21:12-17; ଲୂକ 19:45-48; ଯୋହନ 2:13-22)
15 ତା'ପରେ ସେ ଯିରୁଶାଲମକୁ ଗଲେ। ଯୀଶୁ ମନ୍ଦିରରେ ପ୍ରବେଶ କଲାମାତ୍ରେ ସେଠାରେ କିଣାବିକା କରୁଥିବା ଲୋକମାନଙ୍କୁ ବାହାରକୁ ତଡ଼ି ଦେବାକୁ ଲାଗିଲେ। ସେ ବିଭିନ୍ନ ପ୍ରକାର ମୁଦ୍ରା ବିନିମୟ କରୁଥିବା ଲୋକଙ୍କ ମେଜ ଓଲଟେଇ ଦେଲେ। ଯେଉଁମାନେ କପୋତ ବିକୁଥିଲେ ସେମାନଙ୍କର ମେଜସବୁ ମଧ୍ୟ ସେ ଓଲଟେଇ ଦେଲେ। 16 ସେ ମଧ୍ୟ କାହାରିକୁ ମନ୍ଦିର ପରିସରରୁ କିଛି ହେଲେ ନେଇ ଯିବାକୁ ଅନୁମତି ଦେଲେ ନାହିଁ। 17 ତା'ପରେ ସେ ସେମାନଙ୍କୁ ଉପଦେଶ ଦେଇ କହିଲେ, “ଶାସ୍ତ୍ରରେ ଏ କଥା ଲେଖା ଅଛି ଯେ, ‘ମୋ’ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାଯିବ।(A) କିନ୍ତୁ ତୁମ୍ଭେମାନେ ତ ତାକୁ ଗ୍ଭେର ମାନଙ୍କର ଆଶ୍ରୟ ସ୍ଥଳରେ ପରିଣତ କରି ଦେଉଛ’(B)
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International