Add parallel Print Page Options

ଯୀଶୁଙ୍କୁ ମାରିଦେବା ପାଇଁ ଯିହୂଦୀ ନେତାଙ୍କ ଯୋଜନା

(ମାଥିଉ 26:1-5; ଲୂକ 22:1-2; ଯୋହନ 11:45-53)

14 ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା'ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ। ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।

Read full chapter