Font Size
ମାର୍କ ଲିଖିତ ସୁସମାଗ୍ଭର 14:10-11
Odia Holy Bible: Easy-to-Read Version
ମାର୍କ ଲିଖିତ ସୁସମାଗ୍ଭର 14:10-11
Odia Holy Bible: Easy-to-Read Version
ଯିହୂଦା ଯୀଶୁଙ୍କ ଶତ୍ରୁମାନଙ୍କୁ ସାହାଯ୍ୟ କରିବାକୁ ରାଜି
(ମାଥିଉ 26:14-16; ଲୂକ 22:3-6)
10 ତା'ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା। 11 ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International