Add parallel Print Page Options

ଯୀଶୁ ପ୍ରେରିତ ମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର ପାଇଁ ପଠାଇଲେ

(ମାର୍କ 3:13-19; 6:7-13; ଲୂକ 6:12-16; 9:1-6)

10 ଯୀଶୁ ତାହାଙ୍କର ବାରଜଣ ଶିଷ୍ୟଙ୍କୁ ପାଖକୁ ଡକାଇଲେ। ସେ ଭୂତମାନଙ୍କୁ ତଡ଼ିଦେବା ପାଇଁ ଓ ସବୁ ପ୍ରକାର ରୋଗ ଏବଂ ଅସୁସ୍ଥତା ଭଲ କରିଦେବା ପାଇଁ ଶିଷ୍ୟମାନଙ୍କୁ ଶକ୍ତି ପ୍ରଦାନ କଲେ।

Read full chapter