Add parallel Print Page Options

67 ତା'ପରେ ସେଠାରେ ଥିବା ଲୋକମାନେ ଯୀଶୁଙ୍କ ମୁହଁ ଉପରେ ଛେପ ପକାଇଲେ, ବିଧା ମାରିଲେ। କେତେକ ଲୋକ ଗ୍ଭପୁଡ଼ା ମାରିଲେ। 68 ସେମାନେ କହିଲେ, “ହେ ଖ୍ରୀଷ୍ଟ! ତୁମ୍ଭେ ଯଦି ଜଣେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ତେବେ କୁହ, ତୁମ୍ଭକୁ କିଏ ମାରିଲା?”

Read full chapter