Font Size
ମାଥିଉ ଲିଖିତ ସୁସମାଗ୍ଭର 8:19-22
Odia Holy Bible: Easy-to-Read Version
ମାଥିଉ ଲିଖିତ ସୁସମାଗ୍ଭର 8:19-22
Odia Holy Bible: Easy-to-Read Version
19 ତା'ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।”
20 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ୟପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।”
21 ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, “ପ୍ରଭୁ ମୋତେ ଆଗ ଯାଇ ମୋର ବାପାଙ୍କୁ କବର ଦେଇ ଆସିବାକୁ ଅନୁମତି ଦିଅନ୍ତୁ। ତା'ପରେ ମୁଁ ଆପଣଙ୍କର ଅନୁସରଣ କରିବି।”
22 କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”
Read full chapter
Odia Holy Bible: Easy-to-Read Version (ERV-OR)
2010 by Bible League International