ମାଥିଉ ଲିଖିତ ସୁସମାଗ୍ଭର 9:14-17
Odia Holy Bible: Easy-to-Read Version
ଯୀଶୁ ଅନ୍ୟ ଧାର୍ମିକ ଯିହୂଦୀଙ୍କ ଭଳି ନୁହନ୍ତି
(ମାର୍କ 2:18-22; ଲୂକ 5:33-39)
14 ଯୋହନଙ୍କ[a] ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସିଲେ, ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭେ ଓ ଫାରୂଶୀମାନେ ଅଧିକାଂଶ ସମୟରେ ଉପବାସ କରୁଛୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି?”
15 ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥିବ, ସେପର୍ଯ୍ୟନ୍ତ ବରଯାତ୍ରୀମାନେ ଦୁଃଖ କରିବେ କି? କିନ୍ତୁ ଦିନ ଆସିବ ବରକୁ ତାହାଙ୍କଠାରୁ ଛଡ଼େଇ ନିଆଯିବ। ସେତେବେଳେ ବରଯାତ୍ରୀମାନେ ଦୁଃଖୀ ହେବେ। ତା'ପରେ ସେମାନେ ଉପବାସ କରିବେ।
16 “କେହି କେବେ ପୁରୁଣା ଲୁଗା କଣାରେ ନୂଆ କନାର ତାଳି ପକାଏ ନାହିଁ, କାରଣ ନୂଆ କନା ଧୋଇବା ପୂର୍ବରୁ ଯାକି ହୋଇ ନ ଥାଏ। ନୂଆ କନାର ତାଳି ପକାଇ ଦେଲେ ତାହା ଯାକି ହେବା ବେଳକୁ ପୁରୁଣା ଲୁଗାକୁ ଗ୍ଭରିପଟୁ ଟାଣିଦେବ ଓ କଣାଟି ଆହୁରି ଅଧିକ ବଡ଼ ହୋଇଯିବ। 17 ଆହୁରି ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା ପାତ୍ରରେ ଢାଳନ୍ତି ନାହିଁ। ତା କଲେ, ପୁରୁଣା ପାତ୍ର ଫାଟିଯାଏ ଓ ଅଙ୍ଗୁରରସ ଢାଳି ହୋଇଯାଏ, ସେଥିପାଇଁ ସେମାନେ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ରଖନ୍ତି, ଏଥିରେ ଦ୍ରାକ୍ଷାରସ ଓ ପାତ୍ର ଦୁଇଟି ସୁରକ୍ଷିତ ରଖାଯାଇ ପାରିବ।”
Read full chapterFootnotes
- ମାଥିଉ ଲିଖିତ ସୁସମାଗ୍ଭର 9:14 ଯୋହନ ବାପ୍ତିସ୍ମ ଦେଉଥିବା ବ୍ୟକ୍ତି। ସେ ଲୋକମାନଙ୍କ ମଧ୍ୟରେ ଯୀଶୁଙ୍କ ଆଗମନବାର୍ତ୍ତା ପ୍ରଗ୍ଭର କରିଥିଲେ।
2010 by Bible League International