Revelation 3:3-5
GOD’S WORD Translation
3 So remember what you received and heard. Obey, and change the way you think and act. If you’re not alert, I’ll come like a thief. You don’t know when I will come. 4 But you have a few people in Sardis who have kept their clothes clean. They will walk with me in white clothes because they deserve it. 5 Everyone who wins the victory this way will wear white clothes. I will never erase their names from the Book of Life. I will acknowledge them in the presence of my Father and his angels.
Read full chapter
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:3-5
Odia Holy Bible: Easy-to-Read Version
3 ତେଣୁ ପ୍ରଥମରେ ତୁମ୍ଭେ ଯାହା ଗ୍ରହଣ କରିଥିଲ ଓ ଶୁଣିଥିଲ, ତାହା ମନେ ପକାଅ। ସେଗୁଡ଼ିକର ବାଧ୍ୟ ହୁଅ। ନିଜ ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭେ ଜାଗ୍ରତ ହୁଅ, ନଚେତ୍ ମୁଁ ଗୋଟିଏ ଗ୍ଭେରପରି ତୁମ୍ଭ ପାଖକୁ ଆସିବି ଓ କେତେବେଳେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ହତବୁଦ୍ଧି କରିଦେବି, ତାହା ତୁମ୍ଭେ ଜାଣି ପାରିବ ନାହିଁ।
4 “ତଥାପି ସାର୍ଦ୍ଦୀରେ କେତେକ ଲୋକ ଅଛନ୍ତି ଯେଉଁମାନେ ନିଜର ବସ୍ତ୍ରକୁ ଅପରିଷ୍କାର କରି ନାହାନ୍ତି। ସେହି ଲୋକମାନେ ଶୁଭ୍ର ବସ୍ତ୍ର ପିନ୍ଧି ମୋ’ ସହିତ ଗମନାଗମନ କରିବେ, କାରଣ ସେମାନେ ସେଥିପାଇଁ ଯୋଗ୍ୟ ଅଟନ୍ତି। 5 ଯେ ବିଜୟୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସେହି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମୋହର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନାରେ ସ୍ୱୀକାର କରିବି।
Read full chapterCopyright © 1995, 2003, 2013, 2014, 2019, 2020 by God’s Word to the Nations Mission Society. All rights reserved.
2010 by Bible League International